ମୀଖା 1:12 - ପବିତ୍ର ବାଇବଲ12 ମାରୋତ୍ ନିବାସୀ ସୁସମ୍ବାଦକୁ ଅପେକ୍ଷା କରି ବିବ୍ରତ ହୁଅନ୍ତି। କାରଣ ଯିରୁଶାଲମର ଦ୍ୱାରଦେଶ ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଦୁଃଖ ଆସିଅଛି। See the chapterପବିତ୍ର ବାଇବଲ (Re-edited) - (BSI)12 କାରଣ ମାରୋତ୍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ଵାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି। See the chapterଓଡିଆ ବାଇବେଲ12 କାରଣ ମାରୋତ୍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ମାରୋତ୍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି। See the chapter |