Online Bible

- Advertisements -




ମୀଖା 3:7 - ପବିତ୍ର ବାଇବଲ

7 ଆଉ ସେହି ଦର୍ଶକମାନେ ଲଜ୍ଜିତ ହେବେ ଏବଂ ମନ୍ତ୍ରଜ୍ଞମାନେ ଉ‌‌ଦ୍‌‌ବିଗ୍ନ ହେବେ। ସେମାନେ କିଛି କହି ପାରିବେ ନାହିଁ କାରଣ ପରମେଶ୍ୱର ତାଙ୍କୁ କୌଣସି ଉତ୍ତର ଦେବେ ନାହିଁ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ଦର୍ଶକମାନେ ଲଜ୍ଜିତ ଓ ମନ୍ତ୍ରବେତ୍ତାମାନେ ଉଦ୍ବିଗ୍ନ ହେବେ; ହଁ, ସେ ସମସ୍ତେ ଆପଣା ଆପଣା ଓଷ୍ଠାଧର ଢାମ୍ପିବେ; କାରଣ ପରମେଶ୍ଵରଙ୍କଠାରୁ କୌଣସି ଉତ୍ତର ନାହିଁ।

See the chapter Copy

ଓଡିଆ ବାଇବେଲ

7 ପୁଣି, ଦର୍ଶକମାନେ ଲଜ୍ଜିତ ଓ ମନ୍ତ୍ରବେତ୍ତାମାନେ ଉଦ୍‍ବିଗ୍ନ ହେବେ; ହଁ, ସେ ସମସ୍ତେ ଆପଣା ଆପଣା ଓଷ୍ଠାଧର ଘୋଡ଼ାଇବେ; କାରଣ ପରମେଶ୍ୱରଙ୍କଠାରୁ କୌଣସି ଉତ୍ତର ନାହିଁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ଦର୍ଶକମାନେ ଲଜ୍ଜିତ ଓ ମନ୍ତ୍ରବେତ୍ତାମାନେ ଉଦ୍‍ବିଗ୍ନ ହେବେ; ହଁ, ସେମାନେ ସମସ୍ତେ ଆପଣା ଆପଣା ଓଷ୍ଠାଧର ଘୋଡ଼ାଇବେ; କାରଣ ପରମେଶ୍ୱରଙ୍କଠାରୁ କୌଣସି ଉତ୍ତର ନାହିଁ।

See the chapter Copy




ମୀଖା 3:7

Follow us:

Advertisements


Advertisements