ମୀଖା 4:10 - ପବିତ୍ର ବାଇବଲ10 ହେ ସିୟୋନର କନ୍ୟା, ତୁମ୍ଭେ ପ୍ରସବ ବେଦନା ଅନୁଭବ କରି ସନ୍ତାନ ଜନ୍ମ ଦିଅ। ତୁମ୍ଭେ ନଗରର ବାହାରକୁ ଯାଅ ଏବଂ କ୍ଷେତ୍ରରେ ବାସ କର। ତୁମ୍ଭେ ବାବିଲୋନ ଯିବ। କିନ୍ତୁ ସେ ସ୍ଥାନରେ ତୁମ୍ଭେ ସୁରକ୍ଷିତ ହେବ। ଆଉ ମଧ୍ୟ ସଦାପ୍ରଭୁ ସେଠାକୁ ଯିବେ ଓ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭମାନଙ୍କୁ ଶତ୍ରୁମାନଙ୍କଠାରୁ ଦୂରେଇ ନେବେ। See the chapterପବିତ୍ର ବାଇବଲ (Re-edited) - (BSI)10 ହେ ସିୟୋନ କନ୍ୟେ, ତୁମ୍ଭେ ପ୍ରସବବେଦନାଗ୍ରସ୍ତା ସ୍ତ୍ରୀ ପରି ବ୍ୟଥିତା ହୋଇ ପ୍ରସବ କରିବାକୁ ଯନି କର; କାରଣ ଏବେ ତୁମ୍ଭେ ନଗରରୁ ବାହାରି ଯାଇ ପଦାରେ ବାସ କରିବ ଓ ବାବିଲ ପର୍ଯ୍ୟନ୍ତ ହିଁ ଯିବ; ସେଠାରେ ତୁମ୍ଭେ ଉଦ୍ଧାର ପାଇବ; ସେଠାରେ ସଦାପ୍ରଭୁ ତୁମ୍ଭ ଶତ୍ରୁଗଣର ହସ୍ତରୁ ତୁମ୍ଭକୁ ମୁକ୍ତ କରିବେ। See the chapterଓଡିଆ ବାଇବେଲ10 ହେ ସିୟୋନ କନ୍ୟେ, ତୁମ୍ଭେ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀ ପରି ବ୍ୟଥିତା ହୋଇ ପ୍ରସବ କରିବାକୁ ଯତ୍ନ କର; କାରଣ ଏବେ ତୁମ୍ଭେ ନଗରରୁ ବାହାରି ଯାଇ ପଦାରେ ବାସ କରିବ ଓ ବାବିଲ ପର୍ଯ୍ୟନ୍ତ ହିଁ ଯିବ; ସେଠାରେ ତୁମ୍ଭେ ଉଦ୍ଧାର ପାଇବ; ସେଠାରେ ସଦାପ୍ରଭୁ ତୁମ୍ଭ ଶତ୍ରୁଗଣର ହସ୍ତରୁ ତୁମ୍ଭକୁ ମୁକ୍ତ କରିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ହେ ସିୟୋନ କନ୍ୟେ, ତୁମ୍ଭେ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀ ପରି ବ୍ୟଥିତା ହୋଇ ପ୍ରସବ କରିବାକୁ ଯତ୍ନ କର; କାରଣ ଏବେ ତୁମ୍ଭେ ନଗରରୁ ବାହାରିଯାଇ ପଦାରେ ବାସ କରିବ ଓ ବାବିଲ ପର୍ଯ୍ୟନ୍ତ ହିଁ ଯିବ; ସେଠାରେ ତୁମ୍ଭେ ଉଦ୍ଧାର ପାଇବ; ସେଠାରେ ସଦାପ୍ରଭୁ ତୁମ୍ଭ ଶତ୍ରୁଗଣର ହସ୍ତରୁ ତୁମ୍ଭକୁ ମୁକ୍ତ କରିବେ। See the chapter |