ମୀଖା 5:1 - ପବିତ୍ର ବାଇବଲ1 ବର୍ତ୍ତମାନ, ହେ ଶକ୍ତିଶାଳୀ ନଗରୀ, ତୁମ୍ଭର ସୈନ୍ୟଦଳକୁ ଏକତ୍ରିତ କର। ସେମାନେ ଆକ୍ରମଣ କରିବାକୁ ଆମ୍ଭମାନଙ୍କୁ ଘେରି ରହନ୍ତୁ। ସେମାନେ ମଧ୍ୟ ଇସ୍ରାଏଲର ବିଗ୍ଭରକଙ୍କୁ ତାଙ୍କ ଗାଲରେ ବାଡ଼ି ସାହାଯ୍ୟରେ ଆଘାତ କରିବେ। See the chapterପବିତ୍ର ବାଇବଲ (Re-edited) - (BSI)1 ହେ ସୈନ୍ୟଦଳ-କନ୍ୟେ, ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କରିବ; ସେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛି; ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ତାଘାତ କରିବେ। See the chapterଓଡିଆ ବାଇବେଲ1 ହେ ସୈନ୍ୟଦଳର କନ୍ୟେ, ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କର; ସେମାନେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛନ୍ତି; ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ଡାଘାତ କରିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସୈନ୍ୟଦଳର କନ୍ୟେ, ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କର; ସେମାନେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛନ୍ତି; ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ଡାଘାତ କରିବେ। See the chapter |