ମାର୍କ 2:8 - ପବିତ୍ର ବାଇବଲ8 ଧର୍ମଶାସ୍ତ୍ରୀମାନେ ତାହାଙ୍କ ବିଷୟରେ ସେସବୁ ଭାବୁଛନ୍ତି ବୋଲି ଯୀଶୁ ସଙ୍ଗେ ସଙ୍ଗେ ଜାଣି ପାରିଲେ। ତେଣୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମନରେ ଏସବୁ କଥା କାହିଁକି ଭାବୁଛ? See the chapterପବିତ୍ର ବାଇବଲ (Re-edited) - (BSI)8 ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହିସମସ୍ତ ତର୍କବିତର୍କ କରୁଅଛ? See the chapterଓଡିଆ ବାଇବେଲ8 ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହି ସମସ୍ତ ତର୍କବିତର୍କ କରୁଅଛ ? See the chapterପବିତ୍ର ବାଇବଲ (CL) NT (BSI)8 ସେମାନଙ୍କ ମନର ଭାବନା ଜାଣିପାରି ଯୀଶୁ ପଚାରିଲେ, “କାହିଁକି ଏପରି କଥା ସବୁ ଭାବୁଛ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହି ସମସ୍ତ ତର୍କବିତର୍କ କରୁଅଛ? See the chapter |