ମାର୍କ 4:9 - ପବିତ୍ର ବାଇବଲ9 ତା'ପରେ ଯୀଶୁ କହିଲେ, “ତୁମ୍ଭମାନଙ୍କ ଭିତରୁ ଯିଏ ଶୁଣୁଛି, ଶୁଣୁ।” See the chapterପବିତ୍ର ବାଇବଲ (Re-edited) - (BSI)9 ପୁଣି ସେ କହିଲେ, ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ। See the chapterଓଡିଆ ବାଇବେଲ9 ପୁଣି, ସେ କହିଲେ, ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ । See the chapterପବିତ୍ର ବାଇବଲ (CL) NT (BSI)9 ଯୀଶୁ ଏହି ଦୃଷ୍ଟାନ୍ତ ଶେଷ କରି କହିଲେ, “ଯାହାର ଶୁଣିବାକୁ କାନ ଅଛି, ସେ ମନଦେଇ ଶୁଣୁ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ସେ କହିଲେ, “ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।” See the chapter |