ନାହୂମ 2:8 - ପବିତ୍ର ବାଇବଲ8 ନୀନିବୀ ଏକ ପୁଷ୍କରଣୀ ସଦୃଶ ଯାହାର ଜଳ ବାହାରି ଯାଉଛି। ଲୋକମାନେ, “ଦୌଡ଼ୁଛନ୍ତି ଏବଂ ତାହା ବନ୍ଦ କରିବାକୁ ଚିତ୍କାର କରୁଛନ୍ତି!” କିନ୍ତୁ କେହି ମଧ୍ୟ ସେମାନଙ୍କର କ୍ରନ୍ଦନକୁ ଧ୍ୟାନ ଦେଉ ନାହାନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)8 ମାତ୍ର ନୀନିବୀ ପୂର୍ବ କାଳଠାରୁ ଜଳବିଶିଷ୍ଟ ଏକ ପୁଷ୍କରିଣୀ ସ୍ଵରୂପା ହୋଇଅଛି; ତଥାପି ସେସମସ୍ତେ ପଳାୟନ କରନ୍ତି; ଛିଡ଼ା ହୁଅ, ଛିଡ଼ା ହୁଅ କହିଲେ ହେଁ କେହି ପଛକୁ ଅନାନ୍ତି ନାହିଁ। See the chapterଓଡିଆ ବାଇବେଲ8 ମାତ୍ର ନୀନିବୀ ପୂର୍ବ କାଳଠାରୁ ଜଳବିଶିଷ୍ଟ ଏକ ପୁଷ୍କରିଣୀ ସ୍ୱରୂପା ହୋଇଅଛି; ତଥାପି ସେମାନେ ସମସ୍ତେ ପଳାୟନ କରନ୍ତି; ଠିଆ ହୁଅ, ଠିଆ ହୁଅ କହିଲେ ମଧ୍ୟ କେହି ପଛକୁ ଅନାନ୍ତି ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ନୀନିବୀ ପୂର୍ବକାଳଠାରୁ ଜଳବିଶିଷ୍ଟ ଏକ ପୁଷ୍କରିଣୀ ସ୍ୱରୂପା ହୋଇଅଛି; ତଥାପି ସେମାନେ ସମସ୍ତେ ପଳାୟନ କରନ୍ତି; “ଠିଆ ହୁଅ, ଠିଆ ହୁଅ” କହିଲେ ମଧ୍ୟ କେହି ପଛକୁ ଅନାନ୍ତି ନାହିଁ। See the chapter |