ଗଣନା ପୁସ୍ତକ 1:49 - ପବିତ୍ର ବାଇବଲ49 “ଲେବୀୟମାନଙ୍କୁ ଇସ୍ରାଏଲର ଲୋକମାନଙ୍କ ସନ୍ତାନଗଣଙ୍କ ସହିତ ଗଣନା ବେଳେ ମିଶାଇବ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)49 ତୁମ୍ଭେ କେବଳ ଲେବୀୟ ବଂଶର ଗଣନା କରିବ ନାହିଁ, କିଅବା ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନଙ୍କର ସଂଖ୍ୟା ନେବ ନାହିଁ; See the chapterଓଡିଆ ବାଇବେଲ49 ତୁମ୍ଭେ କେବଳ ଲେବୀୟ ବଂଶର ଗଣନା କରିବ ନାହିଁ, କିଅବା ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନଙ୍କର ସଂଖ୍ୟା ନେବ ନାହିଁ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 “ତୁମ୍ଭେ କେବଳ ଲେବୀୟ ବଂଶର ଗଣନା କରିବ ନାହିଁ, କିଅବା ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନଙ୍କର ସଂଖ୍ୟା ନେବ ନାହିଁ; See the chapter |