ଗଣନା ପୁସ୍ତକ 1:51 - ପବିତ୍ର ବାଇବଲ51 ଯେତେବେଳେ ପବିତ୍ର ତମ୍ବୁ ସ୍ଥାନାନ୍ତରିତ କରାଯିବ, ଲେବୀୟମାନେ ତାହାକୁ ତଳକୁ ଆଣିବା ଉଚିତ୍ ଏବଂ ପୁଣି ଥରେ ସ୍ଥାପନ କରିବା ଉଚିତ୍। ଲେବୀୟ ବ୍ୟତୀତ, ଅନ୍ୟ ଯେକେହି ସେଠାକୁ ଯାଏ, ତାକୁ ହତ୍ୟା କରାଯିବ। See the chapterପବିତ୍ର ବାଇବଲ (Re-edited) - (BSI)51 ପୁଣି ଆବାସ ଆଗକୁ ଯିବା ବେଳେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ବେଳେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ-ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ତ ହେବ। See the chapterଓଡିଆ ବାଇବେଲ51 ପୁଣି, ଆବାସ ଆଗକୁ ଯିବା ସମୟରେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ସମୟରେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ଡ ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 ପୁଣି, ଆବାସ ଆଗକୁ ଯିବା ସମୟରେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ସମୟରେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ଡ ହେବ। See the chapter |