ଗଣନା ପୁସ୍ତକ 10:36 - ପବିତ୍ର ବାଇବଲ36 ଆଉ ପବିତ୍ର ସିନ୍ଦୁକ ଅଟକି ଗଲାବେଳେ ମୋଶା କହନ୍ତି, “ହେ ସଦାପ୍ରଭୁ ତୁମ୍ଭେ ଇସ୍ରାଏଲର ହଜାର ହଜାର ଲୋକଙ୍କ ପ୍ରତି ଫେର।” See the chapterପବିତ୍ର ବାଇବଲ (Re-edited) - (BSI)36 ଆଉ ତାହା ବିଶ୍ରାମ କରିବା ବେଳେ ସେ କହନ୍ତି, ସଦାପ୍ରଭୋ, ତୁମ୍ଭେ ଇସ୍ରାଏଲର ଅୟୁତ ଅୟୁତ ସହସ୍ର ପ୍ରତି ଫେର। See the chapterଓଡିଆ ବାଇବେଲ36 ଆଉ ତାହା ବିଶ୍ରାମ କରିବା ସମୟରେ ସେ କହନ୍ତି, “ସଦାପ୍ରଭୁ, ତୁମ୍ଭେ ଇସ୍ରାଏଲର ଅୟୁତ ଅୟୁତ ସହସ୍ର ପ୍ରତି ଫେର।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଉ ତାହା ବିଶ୍ରାମ କରିବା ସମୟରେ ସେ କହନ୍ତି, “ସଦାପ୍ରଭୋ, ତୁମ୍ଭେ ଇସ୍ରାଏଲର ଅୟୁତ ଅୟୁତ ସହସ୍ର ପ୍ରତି ଫେର।” See the chapter |