ଗଣନା ପୁସ୍ତକ 11:24 - ପବିତ୍ର ବାଇବଲ24 ତେବେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ କହିଲେ, ଯାହା ସଦାପ୍ରଭୁ କହିଥିଲେ। ପୁଣି ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ବୁର ଚତୁର୍ଦ୍ଦିଗରେ ଛିଡ଼ା କରାଇଲେ। See the chapterପବିତ୍ର ବାଇବଲ (Re-edited) - (BSI)24 ଏଥିରେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ ସଦାପ୍ରଭୁଙ୍କର କଥା କହିଲେ, ପୁଣି ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ଵୁର ଚତୁର୍ଦ୍ଦିଗରେ ରଖିଲେ। See the chapterଓଡିଆ ବାଇବେଲ24 ଏଥିରେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ ସଦାପ୍ରଭୁଙ୍କର କଥା କହିଲେ, ପୁଣି, ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ବୁର ଚତୁର୍ଦ୍ଦିଗରେ ରଖିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିରେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ ସଦାପ୍ରଭୁଙ୍କର କଥା କହିଲେ, ପୁଣି, ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ବୁର ଚତୁର୍ଦ୍ଦିଗରେ ରଖିଲେ। See the chapter |