ଗଣନା ପୁସ୍ତକ 11:25 - ପବିତ୍ର ବାଇବଲ25 ତା'ପରେ ସଦାପ୍ରଭୁ ମେଘରୁ ଓହ୍ଲାଇ ମୋଶାଙ୍କୁ କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନବର୍ଗଙ୍କୁ ଦେଲେ। ଯେତେବେଳେ ସେମାନଙ୍କ ଉପରେ ଆତ୍ମା ଅବସ୍ଥାନ କଲା, ସେମାନେ ଭବିଷ୍ୟଦ୍ କଥା ପ୍ରଗ୍ଭର ଆରମ୍ଭ କଲେ, ଏବଂ ସେମାନେ ଆଉ ବନ୍ଦ କଲେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)25 ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେନ୍ତପୁଣି ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ। See the chapterଓଡିଆ ବାଇବେଲ25 ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେ; ପୁଣି, ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ୍ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେ; ପୁଣି, ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ। See the chapter |