ଗଣନା ପୁସ୍ତକ 11:9 - ପବିତ୍ର ବାଇବଲ9 ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲାବେଳେ ତା’ ସହିତ ମାନ୍ନା ଝଡିଲା। See the chapterପବିତ୍ର ବାଇବଲ (Re-edited) - (BSI)9 ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲା ବେଳେ ସେହି ମାନ୍ନା ତହିଁ ସଙ୍ଗରେ ପଡ଼ିଲା। See the chapterଓଡିଆ ବାଇବେଲ9 ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲା ସମୟରେ ସେହି ମାନ୍ନା ତହିଁ ସଙ୍ଗରେ ପଡ଼ିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ରାତ୍ରିରେ ଛାଉଣି ଉପରେ କାକର ପଡ଼ିଲା ସମୟରେ ସେହି ମାନ୍ନା ତହିଁ ସଙ୍ଗରେ ପଡ଼ିଲା। See the chapter |