ଗଣନା ପୁସ୍ତକ 13:2 - ପବିତ୍ର ବାଇବଲ2 “ମୁଁ ଇସ୍ରାଏଲର ଲୋକମାନଙ୍କୁ ଯେଉଁ କିଣାନ ଦେଶ ଦେବି, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ। ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ।” See the chapterପବିତ୍ର ବାଇବଲ (Re-edited) - (BSI)2 ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ କିଣାନ ଦେଶ ଦେବା, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ, ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ। See the chapterଓଡିଆ ବାଇବେଲ2 “ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ କିଣାନ ଦେଶ ଦେବା, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ, ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ କିଣାନ ଦେଶ ଦେବା, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ, ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ।” See the chapter |