ଗଣନା ପୁସ୍ତକ 14:12 - ପବିତ୍ର ବାଇବଲ12 ମୁଁ ମହାମାରୀଦ୍ୱାରା ସେମାନଙ୍କୁ ସଂହାର କରିବି ଓ ସେମାନଙ୍କର ଅଧିକାର ଛଡ଼େଇ ନେବି। ପୁଣି ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ ଜାତି କରିବି।” See the chapterପବିତ୍ର ବାଇବଲ (Re-edited) - (BSI)12 ଆମ୍ଭେ ମହାମାରୀ ଦ୍ଵାରା ସେମାନଙ୍କୁ ସଂହାର କରିବା ଓ ସେମାନଙ୍କୁ ଅଧିକାରଚ୍ୟୁତ କରିବା, ପୁଣି ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ ଗୋଷ୍ଠୀ କରିବା। See the chapterଓଡିଆ ବାଇବେଲ12 ଆମ୍ଭେ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା ଓ ସେମାନଙ୍କୁ ଅଧିକାରଚ୍ୟୁତ କରିବା, ପୁଣି, ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ ଗୋଷ୍ଠୀ କରିବା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆମ୍ଭେ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା ଓ ସେମାନଙ୍କୁ ଅଧିକାରଚ୍ୟୁତ କରିବା, ପୁଣି, ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ ଗୋଷ୍ଠୀ କରିବା।” See the chapter |