ଗଣନା ପୁସ୍ତକ 14:16 - ପବିତ୍ର ବାଇବଲ16 ‘ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏଣୁ ସେ ସେମାନଙ୍କୁ ମରୁଭୂମିରେ ବଧ କରିଅଛନ୍ତି।’ See the chapterପବିତ୍ର ବାଇବଲ (Re-edited) - (BSI)16 ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏହେତୁ ସେ ସେମାନଙ୍କୁ ପ୍ରାନ୍ତରରେ ବଧ କରିଅଛନ୍ତି। See the chapterଓଡିଆ ବାଇବେଲ16 ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏହେତୁ ସେ ସେମାନଙ୍କୁ ପ୍ରାନ୍ତରରେ ବଧ କରିଅଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ‘ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏହେତୁ ସେ ସେମାନଙ୍କୁ ପ୍ରାନ୍ତରରେ ବଧ କରିଅଛନ୍ତି।’ See the chapter |