Online Bible

- Advertisements -




ଗଣନା ପୁସ୍ତକ 14:30 - ପବିତ୍ର ବାଇବଲ

30 ତୁମ୍ଭମାନଙ୍କ ମଧ୍ୟରୁ କେହି, ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କୁ ଦେବାକୁ ପ୍ରତିଜ୍ଞା କରିଥିଲୁ, ସେଠାରେ ପ୍ରବେଶ କରି ପାରିବ ନାହିଁ। କେବଳ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ସେ ଦେଶରେ ପ୍ରବେଶ କରିବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

30 ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶରେ ବାସ କରାଇବାକୁ ହସ୍ତ ଉଠାଇଅଛୁ, ନିଶ୍ଚୟ ସେହି ଦେଶରେ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ଛଡ଼ା ତୁମ୍ଭେମାନେ ପ୍ରବେଶ କରିବ ନାହିଁ।

See the chapter Copy

ଓଡିଆ ବାଇବେଲ

30 ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶରେ ବାସ କରାଇବାକୁ ପ୍ରତିଜ୍ଞା କରିଅଛୁ, ନିଶ୍ଚୟ ସେହି ଦେଶରେ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟଙ୍କ ବ୍ୟତୀତ ତୁମ୍ଭେମାନେ କେହି ପ୍ରବେଶ କରିବ ନାହିଁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶରେ ବାସ କରାଇବାକୁ ପ୍ରତିଜ୍ଞା କରିଅଛୁ, ନିଶ୍ଚୟ ସେହି ଦେଶରେ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟଙ୍କ ବ୍ୟତୀତ ତୁମ୍ଭେମାନେ କେହି ପ୍ରବେଶ କରିବ ନାହିଁ।

See the chapter Copy




ଗଣନା ପୁସ୍ତକ 14:30

Follow us:

Advertisements


Advertisements