ଗଣନା ପୁସ୍ତକ 14:4 - ପବିତ୍ର ବାଇବଲ4 ସେମାନେ ପରପ୍ପର ମଧ୍ୟରେ କଥା ହେଲେ, “ଆସ, ଆମ୍ଭେମାନେ ଜଣକୁ ପ୍ରାଧାନ କରି ମିଶରକୁ ଫେରିଯିବା।” See the chapterପବିତ୍ର ବାଇବଲ (Re-edited) - (BSI)4 ଏଥିରେ ସେମାନେ ଏକକୁ ଆରେକ କହିଲେ, ଆସ, ଆମ୍ଭେମାନେ ଜଣକୁ ପ୍ରଧାନ କରି ମିସରକୁ ଫେରି ଯାଉ। See the chapterଓଡିଆ ବାଇବେଲ4 ଏଥିରେ ସେମାନେ ପରସ୍ପରକୁ କହିଲେ, “ଆସ, ଆମ୍ଭେମାନେ ଜଣକୁ ପ୍ରଧାନ କରି ମିସରକୁ ଫେରି ଯାଉ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିରେ ସେମାନେ ପରସ୍ପରକୁ କହିଲେ, “ଆସ, ଆମ୍ଭେମାନେ ଜଣକୁ ପ୍ରଧାନ କରି ମିସରକୁ ଫେରିଯାଉ।” See the chapter |