ଗଣନା ପୁସ୍ତକ 14:45 - ପବିତ୍ର ବାଇବଲ45 ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆକ୍ରମଣ କଲେ ଓ ସେମାନଙ୍କୁ ପରାସ୍ତକରି ହର୍ମା ପର୍ଯ୍ୟନ୍ତ ତଡ଼ି ଦେଲେ। See the chapterପବିତ୍ର ବାଇବଲ (Re-edited) - (BSI)45 ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆଘାତ କଲେ ଓ ସେମାନଙ୍କୁ ପରାସ୍ତ କରି ହର୍ମା ପର୍ଯ୍ୟନ୍ତ ତଡ଼ି ଦେଲେ। See the chapterଓଡିଆ ବାଇବେଲ45 ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆଘାତ କଲେ ଓ ସେମାନଙ୍କୁ ପରାସ୍ତ କରି ହର୍ମା ପର୍ଯ୍ୟନ୍ତ ତଡ଼ି ଦେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆଘାତ କଲେ ଓ ସେମାନଙ୍କୁ ପରାସ୍ତ କରି ହର୍ମା ପର୍ଯ୍ୟନ୍ତ ତଡ଼ିଦେଲେ। See the chapter |