ଗଣନା ପୁସ୍ତକ 15:16 - ପବିତ୍ର ବାଇବଲ16 ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ମୂଳ ବ୍ୟକ୍ତି ନିମନ୍ତେ ଏକ ବ୍ୟବସ୍ଥା ଓ ଏକ ବିଧି ହେବ।” See the chapterପବିତ୍ର ବାଇବଲ (Re-edited) - (BSI)16 ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ନିମନ୍ତେ ଏକ ବ୍ୟବସ୍ଥା ଓ ଏକ ଆଦେଶ ହେବ। See the chapterଓଡିଆ ବାଇବେଲ16 ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ନିମନ୍ତେ ଏକ ବ୍ୟବସ୍ଥା ଓ ଏକ ଆଦେଶ ହେବ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ନିମନ୍ତେ ଏକ ବ୍ୟବସ୍ଥା ଓ ଏକ ଆଦେଶ ହେବ।” See the chapter |