ଗଣନା ପୁସ୍ତକ 16:22 - ପବିତ୍ର ବାଇବଲ22 ତହୁଁ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ତୁମ୍ଭେ ଜାଣ ସମସ୍ତ ଲୋକମାନେ କ’ଣ ଚିନ୍ତା କରୁଛନ୍ତି, ଯଦି ମଣ୍ତଳୀର କେହି ପାପ କରେ, ସମସ୍ତ ମଣ୍ତଳୀକୁ ଉତ୍ପିଡ଼ୀନ କରିବା ଉଚିତ୍ କି?” See the chapterପବିତ୍ର ବାଇବଲ (Re-edited) - (BSI)22 ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, ହେ ପରମେଶ୍ଵର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ଵର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ତଳୀ ଉପରେ କୋପାନ୍ଵିତ ହେବ? See the chapterଓଡିଆ ବାଇବେଲ22 ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ ?” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ?” See the chapter |