ଗଣନା ପୁସ୍ତକ 16:46 - ପବିତ୍ର ବାଇବଲ46 ତା'ପରେ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ପିତ୍ତଳର ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ। ଏଥିରେ ଧୂପ ଦେଇ ଶୀଘ୍ର ମଣ୍ତଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ କର। କାରଣ ସଦାପ୍ରଭୁ ଅତି କ୍ରୋଧିତ ହୋଇଛନ୍ତି, ମହାମାରୀ ବ୍ୟାପି ଗଲାଣି।” See the chapterପବିତ୍ର ବାଇବଲ (Re-edited) - (BSI)46 ତହୁଁ ମୋଶା ହାରୋଣଙ୍କୁ କହିଲେ, ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ତଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି। See the chapterଓଡିଆ ବାଇବେଲ46 ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।” See the chapter |