Online Bible

- Advertisements -




ଗଣନା ପୁସ୍ତକ 16:50 - ପବିତ୍ର ବାଇବଲ

50 ତହୁଁ ମହାମାରୀ ନିବୃତ୍ତ ହେବାରୁ ହାରୋଣ ସମାଗମ-ତମ୍ବୁ ଦ୍ୱାରରେ ମୋଶାଙ୍କ ନିକଟକୁ ଫେରି ଆସିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

50 ପୁଣି ମହାମାରୀ ନିବୃତ୍ତ ହୁଅନ୍ତେ, ହାରୋଣ ସମାଗମ-ତମ୍ଵୁ ଦ୍ଵାରରେ ମୋଶାଙ୍କ ନିକଟକୁ ଫେରି ଆସିଲେ।

See the chapter Copy

ଓଡିଆ ବାଇବେଲ

50 ପୁଣି, ମହାମାରୀ ନିବୃତ୍ତ ହୁଅନ୍ତେ, ହାରୋଣ ସମାଗମ-ତମ୍ବୁ ଦ୍ୱାରରେ ମୋଶାଙ୍କ ନିକଟକୁ ଫେରି ଆସିଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

50 ପୁଣି, ମହାମାରୀ ନିବୃତ୍ତ ହୁଅନ୍ତେ, ହାରୋଣ ସମାଗମ-ତମ୍ବୁ ଦ୍ୱାରରେ ମୋଶାଙ୍କ ନିକଟକୁ ଫେରି ଆସିଲେ।

See the chapter Copy




ଗଣନା ପୁସ୍ତକ 16:50

Follow us:

Advertisements


Advertisements