ଗଣନା ପୁସ୍ତକ 16:7 - ପବିତ୍ର ବାଇବଲ7 କାଲି ତହିଁରେ ଅଗ୍ନି ଦିଅ। ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ। ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକୁ ମନୋନୀତ କରିବେ ସେ ହିଁ ପବିତ୍ର ହେବ। ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ବହୁ ଦୂରକୁ ଗ୍ଭଲି ଯାଇଛ, ତୁମ୍ଭେମାନେ ଭ୍ରାନ୍ତିପୂର୍ଣ୍ଣ।” See the chapterପବିତ୍ର ବାଇବଲ (Re-edited) - (BSI)7 ପୁଣି କାଲି ତହିଁରେ ଅଗ୍ନି ଦିଅ, ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ; ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକି ମନୋନୀତ କରିବେ, ସେହି ପବିତ୍ର ହେବ; ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି। See the chapterଓଡିଆ ବାଇବେଲ7 ପୁଣି, କାଲି ତହିଁରେ ଅଗ୍ନି ଦିଅ, ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ; ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକୁ ମନୋନୀତ କରିବେ, ସେ ହିଁ ପବିତ୍ର ହେବ; ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, କାଲି ତହିଁରେ ଅଗ୍ନି ଦିଅ, ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ; ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକୁ ମନୋନୀତ କରିବେ, ସେ ହିଁ ପବିତ୍ର ହେବ; ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି।” See the chapter |