ଗଣନା ପୁସ୍ତକ 17:4 - ପବିତ୍ର ବାଇବଲ4 ସମାଗମ-ତମ୍ବୁର ପବିତ୍ର ସିନ୍ଦୁକ ସମ୍ମୁଖରେ ଏହିସବୁ ଆଶାବାଡ଼ି ସେହିଠାରେ ରଖ, ଯେଉଁ ସ୍ଥାନରେ ମୁଁ ତୁମ୍ଭ ସହିତ ଦେଖା କରେ। See the chapterପବିତ୍ର ବାଇବଲ (Re-edited) - (BSI)4 ଆଉ ସମାଗମ-ତମ୍ଵୁର ଯେଉଁ ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରୁ, ସେହି ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ତୁମ୍ଭେ ସେସବୁ ରଖିବ। See the chapterଓଡିଆ ବାଇବେଲ4 ଆଉ ସମାଗମ-ତମ୍ବୁର ଯେଉଁ ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରୁ, ସେହି ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ତୁମ୍ଭେ ସେହିସବୁ ରଖିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ ସମାଗମ-ତମ୍ବୁର ଯେଉଁ ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରୁ, ସେହି ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ତୁମ୍ଭେ ସେହି ସବୁ ରଖିବ। See the chapter |