ଗଣନା ପୁସ୍ତକ 18:19 - ପବିତ୍ର ବାଇବଲ19 ଇସ୍ରାଏଲ ଲୋକମାନେ ଯେଉଁସବୁ ଦ୍ରବ୍ୟ ପବିତ୍ର କରି ଉତ୍ତୋଳନୀୟ ଉପହାରରୂପେ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି, ସେ ସମସ୍ତ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ, ତୁମ୍ଭର ପୁତ୍ରଗଣକୁ ଓ ତୁମ୍ଭର କନ୍ୟାଗଣକୁ ଦେଲୁ। ତୁମ୍ଭ ପାଇଁ ଓ ତୁମ୍ଭ ବଂଶପାଇଁ ଏହା ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳୀନ ନିୟମ।” See the chapterପବିତ୍ର ବାଇବଲ (Re-edited) - (BSI)19 ଇସ୍ରାଏଲ-ସନ୍ତାନଗଣ ଯେସମସ୍ତ ବସ୍ତୁ ପବିତ୍ର କରି ଉତ୍ତୋଳନୀୟ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସକଳ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣକୁ ଓ ତୁମ୍ଭ କନ୍ୟାଗଣକୁ ଦେଲୁ; ତୁମ୍ଭ ଓ ତୁମ୍ଭ ସଙ୍ଗେ ତୁମ୍ଭ ବଂଶ ପକ୍ଷରେ ଏହା ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳୀନ ଲବଣର ନିୟମ। See the chapterଓଡିଆ ବାଇବେଲ19 ଇସ୍ରାଏଲ ସନ୍ତାନଗଣ ଯେଉଁ ସମସ୍ତ ବସ୍ତୁ ପବିତ୍ର କରି ଉତ୍ତୋଳନୀୟ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସକଳ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଓ ତୁମ୍ଭ ସଙ୍ଗେ ତୁମ୍ଭ ବଂଶ ପକ୍ଷରେ ଏହା ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳୀନ ଲବଣର ନିୟମ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଇସ୍ରାଏଲ-ସନ୍ତାନଗଣ ଯେଉଁ ସମସ୍ତ ବସ୍ତୁ ପବିତ୍ର କରି ଉତ୍ତୋଳନୀୟ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସକଳ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଓ ତୁମ୍ଭ ସଙ୍ଗେ ତୁମ୍ଭ ବଂଶ ପକ୍ଷରେ ଏହା ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳୀନ ଲବଣର ନିୟମ।” See the chapter |