ଗଣନା ପୁସ୍ତକ 18:5 - ପବିତ୍ର ବାଇବଲ5 “ପୁଣି ଇସ୍ରାଏଲ ଲୋକମାନଙ୍କ ପ୍ରତି ଆମ୍ଭର କ୍ରୋଧ ଯେପରି ଆଉ ନ ଉପୁଜେ, ସେଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ଓ ଯଜ୍ଞବେଦିର ସୁରକ୍ଷାର ଦାୟିତ୍ୱ ନେବ। See the chapterପବିତ୍ର ବାଇବଲ (Re-edited) - (BSI)5 ପୁଣି ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ। See the chapterଓଡିଆ ବାଇବେଲ5 ପୁଣି, ଇସ୍ରାଏଲ ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ। See the chapter |