ଗଣନା ପୁସ୍ତକ 19:20 - ପବିତ୍ର ବାଇବଲ20 “ମାତ୍ର ଯେଉଁ ଲୋକ ଅଶୁଚି ହୋଇ ନିଜକୁ ପରିଷ୍କାର ନ କରିବ ସେହି ପ୍ରାଣୀ ସମାଜ ମଧ୍ୟରୁ ପୃଥକ୍ ରହିବ। କାରଣ ସେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ଅଶୁଚି କଲା। ତାହା ଉପରେ ଅଶୌଗ୍ଭର୍ଥକ ଜଳ ସେଚିତ ହେଲା ନାହିଁ। ତେଣୁ ସେ ଅଶୁଚି। See the chapterପବିତ୍ର ବାଇବଲ (Re-edited) - (BSI)20 ମାତ୍ର ଯେଉଁ ଲୋକ ଅଶୁଚି ହୋଇ ଆପଣାକୁ ପରିଷ୍କାର ନ କରିବ, ସେହି ପ୍ରାଣୀ ସମାଜ ମଧ୍ୟରୁ ଉଚ୍ଛିନ୍ନ ହେବ, କାରଣ ସେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ଅଶୁଚି କଲା; ତାହା ଉପରେ ଅଶୌଚାର୍ଥକ ଜଳ ସେଚିତ ହେଲା ନାହିଁ; ସେ ଅଶୁଚି। See the chapterଓଡିଆ ବାଇବେଲ20 ମାତ୍ର ଯେଉଁ ଲୋକ ଅଶୁଚି ହୋଇ ଆପଣାକୁ ପରିଷ୍କାର ନ କରିବ, ସେହି ପ୍ରାଣୀ ସମାଜ ମଧ୍ୟରୁ ଉଚ୍ଛିନ୍ନ ହେବ, କାରଣ ସେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ଅଶୁଚି କଲା; ତାହା ଉପରେ ଅଶୌଚାର୍ଥକ ଜଳ ସେଚିତ ହେଲା ନାହିଁ; ସେ ଅଶୁଚି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ମାତ୍ର ଯେଉଁ ଲୋକ ଅଶୁଚି ହୋଇ ଆପଣାକୁ ପରିଷ୍କାର ନ କରିବ, ସେହି ପ୍ରାଣୀ ସମାଜ ମଧ୍ୟରୁ ଉଚ୍ଛିନ୍ନ ହେବ, କାରଣ ସେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ଅଶୁଚି କଲା; ତାହା ଉପରେ ଅଶୌଚାର୍ଥକ ଜଳ ସେଚିତ ହେଲା ନାହିଁ; ସେ ଅଶୁଚି। See the chapter |