ଗଣନା ପୁସ୍ତକ 19:22 - ପବିତ୍ର ବାଇବଲ22 ଆଉ ସେହି ଅଶୁଚି ଲୋକ ଯଦି ଅନ୍ୟ କାହାରିକୁ ଛୁଏଁ, ତେବେ ସେ ମଧ୍ୟ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।” See the chapterପବିତ୍ର ବାଇବଲ (Re-edited) - (BSI)22 ପୁଣି ସେ ଅଶୁଚି ଲୋକ ଯାହା କିଛି ଛୁଏଁ, ତାହା ଅଶୁଚି ହେବ; ଆଉ ଯେଉଁ ପ୍ରାଣୀ ତାହା ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। See the chapterଓଡିଆ ବାଇବେଲ22 ପୁଣି, ସେ ଅଶୁଚି ଲୋକ ଯାହା କିଛି ଛୁଏଁ, ତାହା ଅଶୁଚି ହେବ; ଆଉ ଯେଉଁ ପ୍ରାଣୀ ତାହା ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ସେ ଅଶୁଚି ଲୋକ ଯାହା କିଛି ଛୁଏଁ, ତାହା ଅଶୁଚି ହେବ; ଆଉ ଯେଉଁ ପ୍ରାଣୀ ତାହା ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।” See the chapter |