Online Bible

- Advertisements -




ଗଣନା ପୁସ୍ତକ 2:12 - ପବିତ୍ର ବାଇବଲ

12 “ରୁବେ‌ନ୍‌ର ଗୋଷ୍ଠୀ ଛାଉଣି ପାଖରେ ଶିମିୟୋନ ପରିବାରବର୍ଗ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମିୟୋନ ଲୋକମାନଙ୍କର ଅଧିପତି ହେବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

12 ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ଅଧିପତି ହେବ;

See the chapter Copy

ଓଡିଆ ବାଇବେଲ

12 ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ ସନ୍ତାନଗଣର ଅଧିପତି ହେବ;

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ଅଧିପତି ହେବ;

See the chapter Copy




ଗଣନା ପୁସ୍ତକ 2:12

Follow us:

Advertisements


Advertisements