ଗଣନା ପୁସ୍ତକ 2:14 - ପବିତ୍ର ବାଇବଲ14 “ରୁବେନ୍ର ଲୋକମାନଙ୍କ ଛାଉଣି ପାଖରେ ଗାଦ୍ ଗୋଷ୍ଠୀ ଛାଉଣି ସ୍ଥାପିତ ହେବ। ରୂୟେଲର ପୁତ୍ର ଇଲୀୟାସଫ ଗାଦ୍ ଲୋକମାନଙ୍କର ଅଧିପତି ହେବ। See the chapterପବିତ୍ର ବାଇବଲ (Re-edited) - (BSI)14 ତହୁଁ ଗାଦର ବଂଶ ରୁୟେଲର ପୁତ୍ର ଇଲୀୟାସଫ୍ ଗାଦ ସନ୍ତାନଗଣର ଅଧିପତି ହେବ; See the chapterଓଡିଆ ବାଇବେଲ14 ତହୁଁ ଗାଦ୍ର ବଂଶ; ରୁୟେଲର ପୁତ୍ର ଇଲୀୟାସଫ୍ ଗାଦ୍ ସନ୍ତାନଗଣର ଅଧିପତି ହେବ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହୁଁ ଗାଦ୍ର ବଂଶ; ରୁୟେଲର ପୁତ୍ର ଇଲୀୟାସଫ୍ ଗାଦ୍-ସନ୍ତାନଗଣର ଅଧିପତି ହେବ; See the chapter |