ଗଣନା ପୁସ୍ତକ 2:16 - ପବିତ୍ର ବାଇବଲ16 “ରୁବେନ୍ ଛାଉଣିର ସୈନ୍ୟ ସଂଖ୍ୟା ଗଣନା ଅନୁସାରେ 151,450 ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ। See the chapterପବିତ୍ର ବାଇବଲ (Re-edited) - (BSI)16 ରୁବେନ-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ। ସେମାନେ ଦ୍ଵିତୀୟରେ ଅଗ୍ରସର ହେବେ। See the chapterଓଡିଆ ବାଇବେଲ16 ରୁବେନ୍-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ। ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ରୁବେନ୍-ଛାଉଣିର ଗଣିତ ଲୋକମାନେ ଆପଣା ଆପଣା ସୈନ୍ୟାନୁସାରେ ଏକ ଲକ୍ଷ ଏକାବନ ହଜାର ଚାରି ଶହ ପଚାଶ। ସେମାନେ ଦ୍ୱିତୀୟରେ ଅଗ୍ରସର ହେବେ। See the chapter |