ଗଣନା ପୁସ୍ତକ 2:27 - ପବିତ୍ର ବାଇବଲ27 “ଦାନ ଗୋଷ୍ଠୀର ଛାଉଣି ପାଖରେ ଆଶେର ଗୋଷ୍ଠୀର ଛାଉଣି ରହିବ; ଅକ୍ରଣର ପୁତ୍ର ପଗୀୟେଲ ଆଶେର ସନ୍ତାନଗଣର ଅଧିପତି ହେବ। See the chapterପବିତ୍ର ବାଇବଲ (Re-edited) - (BSI)27 ତାହା ପାଖରେ ଆଶେର୍ ବଂଶର ଛାଉଣି ରହିବ; ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ଅଧିପତି ହେବ; See the chapterଓଡିଆ ବାଇବେଲ27 ତାହା ପାଖରେ ଆଶେର ବଂଶର ଛାଉଣି ରହିବ; ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ଅଧିପତି ହେବ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ତାହା ପାଖରେ ଆଶେର ବଂଶର ଛାଉଣି ରହିବ; ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ଅଧିପତି ହେବ; See the chapter |