Online Bible

- Advertisements -




ଗଣନା ପୁସ୍ତକ 20:17 - ପବିତ୍ର ବାଇବଲ

17 ଆମ୍ଭେ ବିନୟ କରୁଅଛୁ, ଦୟାକରି ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କୁ ଯିବାକୁ ଦିଅ। ଆମ୍ଭେମାନେ ତୁମ୍ଭ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଦେଇ ଯିବୁ ନାହିଁ, କିମ୍ବା ତୁମ୍ଭର କୂଅରୁ ଜଳପାନ କରିବୁ ନାହିଁ। ଆମ୍ଭେମାନେ କେବଳ ରାଜପଥ ଦେଇ ଗମନ କରିବୁ। ତୁମ୍ଭ ଦେଶର ସୀମା ଅତିକ୍ରମ କରିବା ପର୍ଯ୍ୟନ୍ତ ଦକ୍ଷିଣ କିମ୍ବା ବାମକୁ ଯିବୁ ନାହିଁ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

17 ମୁଁ ବିନୟ କରୁଅଛି, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ମଧ୍ୟଦେଇ ଯିବୁ ନାହିଁ, କିଅବା କୂପ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ରାଜପଥ ଦେଇ ଗମନ କରିବୁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ଦକ୍ଷିଣରେ କି ବାମରେ ଫେରିବୁ ନାହିଁ।

See the chapter Copy

ଓଡିଆ ବାଇବେଲ

17 ମୁଁ ବିନୟ କରୁଅଛି, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କିମ୍ବା ଦ୍ରାକ୍ଷାକ୍ଷେତ୍ର ମଧ୍ୟଦେଇ ଯିବୁ ନାହିଁ, କିଅବା କୂପ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ରାଜପଥ ଦେଇ ଗମନ କରିବୁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ଦକ୍ଷିଣରେ କି ବାମରେ ଫେରିବୁ ନାହିଁ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ମୁଁ ବିନୟ କରୁଅଛି, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କିମ୍ବା ଦ୍ରାକ୍ଷାକ୍ଷେତ୍ର ମଧ୍ୟଦେଇ ଯିବୁ ନାହିଁ, କିଅବା କୂପ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ରାଜପଥ ଦେଇ ଗମନ କରିବୁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ଦକ୍ଷିଣରେ କି ବାମରେ ଫେରିବୁ ନାହିଁ।”

See the chapter Copy




ଗଣନା ପୁସ୍ତକ 20:17

Follow us:

Advertisements


Advertisements