ଗଣନା ପୁସ୍ତକ 20:3 - ପବିତ୍ର ବାଇବଲ3 ସେହି ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, “ହାୟ! ଆମ୍ଭେମାନେ ଆମ୍ଭ ଭାଇମାନଙ୍କ ପରି ସଦାପ୍ରଭୁଙ୍କ ସମ୍ମୁଖରେ ପଛେ ମରିଥା’ନ୍ତୁ। See the chapterପବିତ୍ର ବାଇବଲ (Re-edited) - (BSI)3 ପୁଣି ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, ହାୟ, ଆମ୍ଭମାନଙ୍କ ଭାଇମାନେ ଯେତେବେଳେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ, ସେତେବେଳେ ଯେବେ ଆମ୍ଭେମାନେ ମରିଥାʼନ୍ତୁ। See the chapterଓଡିଆ ବାଇବେଲ3 ପୁଣି, ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, “ହାୟ, ଆମ୍ଭମାନଙ୍କ ଭାଇମାନେ ଯେତେବେଳେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ, ସେହି ସମୟରେ ଯଦି ଆମ୍ଭେମାନେ ମରିଥା’ନ୍ତୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, “ହାୟ, ଆମ୍ଭମାନଙ୍କ ଭାଇମାନେ ଯେତେବେଳେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ, ସେହି ସମୟରେ ଯଦି ଆମ୍ଭେମାନେ ମରିଥାʼନ୍ତୁ। See the chapter |