ଗଣନା ପୁସ୍ତକ 21:26 - ପବିତ୍ର ବାଇବଲ26 କାରଣ ହିଷ୍ବୋନ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ରାଜକୀୟ ନଗର ଥିଲା। ସେ ମୋୟାବର ପୂର୍ବ ରାଜା ବିପକ୍ଷରେ ଯୁଦ୍ଧ କଲେ ଏବଂ ଅର୍ଣ୍ଣୋନ ପର୍ଯ୍ୟନ୍ତ ଦେଶ ଅଧିକାର କଲେ। See the chapterପବିତ୍ର ବାଇବଲ (Re-edited) - (BSI)26 କାରଣ ହିଷ୍ବୋନ୍ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ନଗର ଥିଲା, ସେ ମୋୟାବର ପୂର୍ବ ରାଜାର ପ୍ରତିକୂଳରେ ଯୁଦ୍ଧ କରି ତାହା ହସ୍ତରୁ ଅର୍ଣ୍ଣୋନ୍ ପର୍ଯ୍ୟନ୍ତ ତାହାର ସମସ୍ତ ଦେଶ ନେଇଥିଲେ। See the chapterଓଡିଆ ବାଇବେଲ26 କାରଣ ହିଷ୍ବୋନ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ନଗର ଥିଲା, ସେ ମୋୟାବର ପୂର୍ବ ରାଜାର ପ୍ରତିକୂଳରେ ଯୁଦ୍ଧ କରି ତାହା ହସ୍ତରୁ ଅର୍ଣ୍ଣୋନ ପର୍ଯ୍ୟନ୍ତ ତାହାର ସମସ୍ତ ଦେଶ ନେଇଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 କାରଣ ହିଷ୍ବୋନ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ନଗର ଥିଲା, ସେ ମୋୟାବର ପୂର୍ବ ରାଜାର ପ୍ରତିକୂଳରେ ଯୁଦ୍ଧ କରି ତାହା ହସ୍ତରୁ ଅର୍ଣ୍ଣୋନ ପର୍ଯ୍ୟନ୍ତ ତାହାର ସମସ୍ତ ଦେଶ ନେଇଥିଲେ। See the chapter |