ଗଣନା ପୁସ୍ତକ 21:7 - ପବିତ୍ର ବାଇବଲ7 ଏଥିରେ ଲୋକମାନେ ମୋଶାଙ୍କ ନିକଟକୁ ଆସି ନିବେଦନ କଲେ, “ଆମ୍ଭେମାନେ ସଦାପ୍ରଭୁ ଓ ତୁମ୍ଭ ବିରୁଦ୍ଧରେ ଅଭିଯୋଗ କରି ପାପ କରିଅଛୁ। ତେଣୁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, ସେ ଯେପରି ଆମ୍ଭମାନଙ୍କଠାରୁ ଏହି ସର୍ପମାନଙ୍କୁ ଦୂରେଇ ନେବେ।” ତେଣୁ ମୋଶା ଲୋକମାନଙ୍କ ପାଇଁ ପ୍ରାର୍ଥନା କଲେ। See the chapterପବିତ୍ର ବାଇବଲ (Re-edited) - (BSI)7 ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ପାପ କଲୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିଷୟରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ। ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ। See the chapterଓଡିଆ ବାଇବେଲ7 ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ପାପ କରିଅଛୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ।” ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ପାପ କରିଅଛୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ।” ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ। See the chapter |