Online Bible

- Advertisements -




ଗଣନା ପୁସ୍ତକ 22:15 - ପବିତ୍ର ବାଇବଲ

15 ଏହା ପରେ ବାଲାକ୍ ପୂର୍ବାପେକ୍ଷା ଅଧିକ ସଂଖ୍ୟକ ଓ ଅଧିକ ସମ୍ଭ୍ରାନ୍ତ ଅଧିପତିମାନଙ୍କୁ ପୁନର୍ବାର ବିଲିୟମ ନିକଟକୁ ପଠାଇଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

15 ଏଉତ୍ତାରେ ବାଲାକ ସେମାନଙ୍କଠାରୁ ଅଧିକ ସଂଖ୍ୟକ ଓ ଅଧିକ ସମ୍ଭ୍ରାନ୍ତ ଅଧିପତିମାନଙ୍କୁ ପୁନର୍ବାର ପଠାଇଲେ।

See the chapter Copy

ଓଡିଆ ବାଇବେଲ

15 ଏଉତ୍ତାରେ ବାଲାକ ସେମାନଙ୍କଠାରୁ ଅଧିକ ସଂଖ୍ୟକ ଓ ଅଧିକ ସମ୍ଭ୍ରାନ୍ତ ଅଧିପତିମାନଙ୍କୁ ପୁନର୍ବାର ପଠାଇଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଉତ୍ତାରେ ବାଲାକ ସେମାନଙ୍କଠାରୁ ଅଧିକ ସଂଖ୍ୟକ ଓ ଅଧିକ ସମ୍ଭ୍ରାନ୍ତ ଅଧିପତିମାନଙ୍କୁ ପୁନର୍ବାର ପଠାଇଲେ।

See the chapter Copy




ଗଣନା ପୁସ୍ତକ 22:15

Follow us:

Advertisements


Advertisements