ଗଣନା ପୁସ୍ତକ 22:19 - ପବିତ୍ର ବାଇବଲ19 ମାତ୍ର ମୁଁ ତୁମ୍ଭମାନଙ୍କୁ ବିନୟ କରୁଛି, ତୁମ୍ଭେମାନେ ପୂର୍ବ ଲୋକମାନଙ୍କ ପରି ଆଜି ରାତ୍ରି ଏଠାରେ ରୁହ। ସଦାପ୍ରଭୁ ମୋତେ ଆଉ ଯାହା କହିବେ ତାହା ମୁଁ ଜାଣିବି।” See the chapterପବିତ୍ର ବାଇବଲ (Re-edited) - (BSI)19 ଏନିମନ୍ତେ ବିନୟ କରୁଅଛି, ତୁମ୍ଭେମାନେ ହେଁ ଆଜି ରାତ୍ରି ଏଠାରେ ରୁହ, ସଦାପ୍ରଭୁ ମୋତେ ଆଉ ଯାହା କହିବେ, ତାହା ମୁଁ ଜାଣିବି। See the chapterଓଡିଆ ବାଇବେଲ19 ଏନିମନ୍ତେ ବିନୟ କରୁଅଛି, ତୁମ୍ଭେମାନେ ହେଁ ଆଜି ରାତ୍ରି ଏଠାରେ ରୁହ, ସଦାପ୍ରଭୁ ମୋତେ ଆଉ ଯାହା କହିବେ, ତାହା ମୁଁ ଜାଣିବି।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏନିମନ୍ତେ ବିନୟ କରୁଅଛି, ତୁମ୍ଭେମାନେ ହେଁ ଆଜି ରାତ୍ରି ଏଠାରେ ରୁହ, ସଦାପ୍ରଭୁ ମୋତେ ଆଉ ଯାହା କହିବେ, ତାହା ମୁଁ ଜାଣିବି।” See the chapter |