ଗଣନା ପୁସ୍ତକ 23:24 - ପବିତ୍ର ବାଇବଲ24 ଦେଖ ସେହି ଲୋକମାନେ ସିଂହ ବିକ୍ରମରେ ଲଢ଼ୁଛନ୍ତି। ସେମାନେ ସିଂହ ପରି ଉଠୁଛନ୍ତି। ଯେପର୍ଯ୍ୟନ୍ତ ସେ ସିଂହ ଶିକାର ଭୋଜନ ନ କରିଛି ଓ ହତ ଲୋକମାନଙ୍କର ରକ୍ତ ପାନ ନ କରିଛ, ସେ ପର୍ଯ୍ୟନ୍ତ ଶୟନ କରିବ ନାହିଁ।” See the chapterପବିତ୍ର ବାଇବଲ (Re-edited) - (BSI)24 ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ। See the chapterଓଡିଆ ବାଇବେଲ24 ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି, ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି, ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ।” See the chapter |