Online Bible

- Advertisements -




ଗଣନା ପୁସ୍ତକ 23:6 - ପବିତ୍ର ବାଇବଲ

6 ତେଣୁ ବିଲିୟମ ବାଲାକ୍ ନିକଟକୁ ଫେରି ଯାଇ ଦେଖିଲେ, ବାଲାକ୍ ତଥାପି ଯଜ୍ଞବେଦି ନିକଟରେ ଛିଡ଼ା ହୋଇଛନ୍ତି ଓ ମୋୟାବର ଅଧିପତିଗଣ ତାଙ୍କ ସହିତ ଛିଡ଼ା ହୋଇ ଅଛନ୍ତି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

6 ତହିଁରେ ସେ ତାଙ୍କ ନିକଟକୁ ଫେରିଗଲା, ସେ ସମୟରେ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ସେ ଓ ମୋୟାବର ଅଧିପତି ସମସ୍ତେ (ଠିଆ ହୋଇଥିଲେ)।

See the chapter Copy

ଓଡିଆ ବାଇବେଲ

6 ତହିଁରେ ସେ ତାଙ୍କ ନିକଟକୁ ଫେରିଗଲା, ସେହି ସମୟରେ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ସେ ଓ ମୋୟାବର ଅଧିପତି ସମସ୍ତେ (ଠିଆ ହୋଇଥିଲେ)।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁରେ ସେ ତାଙ୍କ ନିକଟକୁ ଫେରିଗଲା, ସେହି ସମୟରେ ଦେଖ, ସେ ଆପଣା ହୋମବଳି ନିକଟରେ ଠିଆ ହୋଇଥିଲେ, ସେ ଓ ମୋୟାବର ଅଧିପତି ସମସ୍ତେ (ଠିଆ ହୋଇଥିଲେ)।

See the chapter Copy




ଗଣନା ପୁସ୍ତକ 23:6

Follow us:

Advertisements


Advertisements