ଗଣନା ପୁସ୍ତକ 25:1 - ପବିତ୍ର ବାଇବଲ1 ଅନନ୍ତର ଇସ୍ରାଏଲର ଲୋକମାନେ ଶିଟୀମରେ ବାସ କଲେ। ସେତେବେଳେ ସେମାନେ ମୋୟାବର କନ୍ୟାମାନଙ୍କ ପ୍ରତି ବ୍ୟଭିଗ୍ଭର ପାପରେ ମାତି ରହିଲେ। See the chapterପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ। See the chapterଓଡିଆ ବାଇବେଲ1 ଏଥିଉତ୍ତାରେ ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି, ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି, ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ। See the chapter |