ଗଣନା ପୁସ୍ତକ 25:5 - ପବିତ୍ର ବାଇବଲ5 ତେଣୁ ମୋଶା ଇସ୍ରାଏଲର ନେତୃବର୍ଗମାନଙ୍କୁ କହିଲେ, “ପ୍ରତ୍ୟେକ ପରିବାର ବାଲପିୟୋର ସହିତ ଯୋଗ ଦେଇଥିବା ଲୋକମାନଙ୍କୁ ବାହାର କର ଓ ସେମାନଙ୍କୁ ହତ୍ୟା କର।” See the chapterପବିତ୍ର ବାଇବଲ (Re-edited) - (BSI)5 ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, ତୁମ୍ଭେମାନେ ପ୍ରତ୍ୟେକେ ବାଲପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର। See the chapterଓଡିଆ ବାଇବେଲ5 ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ବାଲ୍-ପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ବାଲ୍-ପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର।” See the chapter |