ଗଣନା ପୁସ୍ତକ 26:33 - ପବିତ୍ର ବାଇବଲ33 ସେହି ହେଫରର ପୁତ୍ର ସଲଫାଦର ପୁତ୍ର ନ ଥିଲା, କେବଳ ପାଞ୍ଚୋଟି କନ୍ୟା ଥିଲା। ସେମାନେ ହେଲେ ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା See the chapterପବିତ୍ର ବାଇବଲ (Re-edited) - (BSI)33 ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା। See the chapterଓଡିଆ ବାଇବେଲ33 ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ସେହି ହେଫରର ପୁତ୍ର ଯେ ସଲଫାଦ, ତାହାର ପୁତ୍ର ନ ଥିଲା, କେବଳ କନ୍ୟା ଥିଲା; ସେହି ସଲଫାଦର କନ୍ୟାମାନଙ୍କ ନାମ ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା। See the chapter |