ଗଣନା ପୁସ୍ତକ 26:37 - ପବିତ୍ର ବାଇବଲ37 ଇଫ୍ରୟିମର ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ୟା 32,500 ଥିଲେ। ଏମାନେ ସେମାନଙ୍କର ନିଜ ନିଜ ବଂଶ ଅନୁସାରେ ଯୋଷେଫର ସନ୍ତାନ। See the chapterପବିତ୍ର ବାଇବଲ (Re-edited) - (BSI)37 ଇଫ୍ରୟିମର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯାʼନ୍ତେ, ବତିଶ ହଜାର ପାଞ୍ଚ ଶହ ଲୋକ ହେଲେ; ଆପଣା ଆପଣା ବଂଶାନୁସାରେ ଏମାନେ ଯୋଷଫର ସନ୍ତାନ। See the chapterଓଡିଆ ବାଇବେଲ37 ଇଫ୍ରୟିମର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯା’ନ୍ତେ, ବତିଶ ହଜାର ପାଞ୍ଚ ଶହ ଲୋକ ହେଲେ; ଆପଣା ଆପଣା ବଂଶାନୁସାରେ ଏମାନେ ଯୋଷେଫର ସନ୍ତାନ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଇଫ୍ରୟିମର ସନ୍ତାନମାନଙ୍କ ଏହି ସକଳ ବଂଶ ଗଣାଯାʼନ୍ତେ, ବତିଶ ହଜାର ପାଞ୍ଚ ଶହ ଲୋକ ହେଲେ; ଆପଣା ଆପଣା ବଂଶାନୁସାରେ ଏମାନେ ଯୋଷେଫର ସନ୍ତାନ। See the chapter |