ଗଣନା ପୁସ୍ତକ 26:42 - ପବିତ୍ର ବାଇବଲ42 ଦାନ ପରିବାରବର୍ଗର ପରିବାରଗୁଡ଼ିକ ହେଲେ: ଶୂହମଠାରୁ ଶୂହମୀୟ ଗୋଷ୍ଠୀ, See the chapterପବିତ୍ର ବାଇବଲ (Re-edited) - (BSI)42 ଆପଣା ଆପଣା ବଂଶାନୁସାରେ ଏମାନେ ଦାନର ସନ୍ତାନ; ଶୂହମଠାରୁ ଶୂହମୀୟ ବଂଶ। ଏମାନେ ଆପଣା ଆପଣା ବଂଶାନୁସାରେ ଦାନର ବଂଶ। See the chapterଓଡିଆ ବାଇବେଲ42 ଆପଣା ଆପଣା ବଂଶାନୁସାରେ ଏମାନେ ଦାନର ସନ୍ତାନ; ଶୂହମଠାରୁ ଶୂହମୀୟ ବଂଶ। ଏମାନେ ଆପଣା ଆପଣା ବଂଶାନୁସାରେ ଦାନ୍ର ବଂଶ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ଆପଣା ଆପଣା ବଂଶାନୁସାରେ ଏମାନେ ଦାନର ସନ୍ତାନ; ଶୂହମଠାରୁ ଶୂହମୀୟ ବଂଶ। ଏମାନେ ଆପଣା ଆପଣା ବଂଶାନୁସାରେ ଦାନ୍ର ବଂଶ। See the chapter |