ଗଣନା ପୁସ୍ତକ 26:54 - ପବିତ୍ର ବାଇବଲ54 ଯାହାର ବଡ଼ ଗୋଷ୍ଠୀ ତାକୁ ଅଧିକ ଭୂମି ଦେବ ଓ ଯାହାର ଛୋଟ ଗୋଷ୍ଠୀ ତାକୁ ଅଳ୍ପ ଭୂମି ଦେବ। ପ୍ରତ୍ୟେକ ଗୋଷ୍ଠୀକୁ ତା'ର ଆକାର ଅନୁସାରେ ଭୂମି ଦିଆଯିବା ଉଚିତ୍। See the chapterପବିତ୍ର ବାଇବଲ (Re-edited) - (BSI)54 ଯାହାର ଲୋକ ବହୁତ, ତୁମ୍ଭେ ତାହାକୁ ବହୁତ ଅଧିକାର ଦେବ, ପୁଣି ଯାହାର ଲୋକ ଅଳ୍ପ, ତୁମ୍ଭେ ତାହାକୁ ଅଳ୍ପ ଅଧିକାର ଦେବ, ଯାହାର ଯେତେ ଗଣିତ ଲୋକ, ତାହାକୁ ସେତେ ଅଧିକାର ଦିଆଯିବ। See the chapterଓଡିଆ ବାଇବେଲ54 ଯାହାର ଲୋକ ବହୁତ, ତୁମ୍ଭେ ତାହାକୁ ବହୁତ ଅଧିକାର ଦେବ, ପୁଣି, ଯାହାର ଲୋକ ଅଳ୍ପ, ତୁମ୍ଭେ ତାହାକୁ ଅଳ୍ପ ଅଧିକାର ଦେବ, ଯାହାର ଯେତେ ଗଣିତ ଲୋକ, ତାହାକୁ ସେତେ ଅଧିକାର ଦିଆଯିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT54 ଯାହାର ଲୋକ ବହୁତ, ତୁମ୍ଭେ ତାହାକୁ ବହୁତ ଅଧିକାର ଦେବ, ପୁଣି, ଯାହାର ଲୋକ ଅଳ୍ପ, ତୁମ୍ଭେ ତାହାକୁ ଅଳ୍ପ ଅଧିକାର ଦେବ, ଯାହାର ଯେତେ ଗଣିତ ଲୋକ, ତାହାକୁ ସେତେ ଅଧିକାର ଦିଆଯିବ। See the chapter |