ଗଣନା ପୁସ୍ତକ 27:14 - ପବିତ୍ର ବାଇବଲ14 ମନେପକାଅ, ଯେତେବେଳେ ସୀନ ମରୁଭୂମିରେ ଲୋକମାନେ ଜଳ ପାଇଁ କ୍ରୋଧିତ ହେଲେ, ତୁମ୍ଭେ ଓ ହାରୋଣ ମୋର ଆଜ୍ଞା ଅମାନ୍ୟ କଲ। ତୁମ୍ଭେମାନେ ମୋର ପବିତ୍ରତାକୁ ଲୋକଙ୍କ ସମ୍ମୁଖରେ ସମ୍ମାନ କଲ ନାହିଁ।” (ଏହି ସୀନ୍ ମରୁଭୂମି କାଦେଶସ୍ଥ ମିରୀବାଃ-ଜଳ ମଧ୍ୟରେ ଘଟଣା କ୍ରମେ ହେବ।) See the chapterପବିତ୍ର ବାଇବଲ (Re-edited) - (BSI)14 ଯେହେତୁ ତୁମ୍ଭେମାନେ ସୀନ୍ ପ୍ରାନ୍ତରରେ ମଣ୍ତଳୀର ବିବାଦରେ ଲୋକମାନଙ୍କ ଦୃଷ୍ଟିଗୋଚରରେ ଜଳ ନିକଟରେ ଆମ୍ଭକୁ ପବିତ୍ର ରୂପେ ମାନ୍ୟ କରିବା ବିଷୟକ ଆମ୍ଭ ଆଜ୍ଞାର ବିରୁଦ୍ଧାଚରଣ କଲ। (ସେହି ଜଳ ସୀନ୍ ପ୍ରାନ୍ତରର କାଦେଶସ୍ଥ ମିରୀବାଃ ଜଳ।) See the chapterଓଡିଆ ବାଇବେଲ14 ଯେହେତୁ ତୁମ୍ଭେମାନେ ସୀନ୍ ପ୍ରାନ୍ତରରେ ମଣ୍ଡଳୀର ବିବାଦରେ ଲୋକମାନଙ୍କ ଦୃଷ୍ଟିଗୋଚରରେ ଜଳ ନିକଟରେ ଆମ୍ଭକୁ ପବିତ୍ର ରୂପେ ମାନ୍ୟ କରିବା ବିଷୟକ ଆମ୍ଭ ଆଜ୍ଞାର ବିରୁଦ୍ଧାଚରଣ କଲ।” (ସେହି ଜଳ ସୀନ୍ ପ୍ରାନ୍ତରର କାଦେଶସ୍ଥ ମିରୀବାଃ ଜଳ।) See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେହେତୁ ତୁମ୍ଭେମାନେ ସୀନ୍ ପ୍ରାନ୍ତରରେ ମଣ୍ଡଳୀର ବିବାଦରେ ଲୋକମାନଙ୍କ ଦୃଷ୍ଟିଗୋଚରରେ ଜଳ ନିକଟରେ ଆମ୍ଭକୁ ପବିତ୍ର ରୂପେ ମାନ୍ୟ କରିବା ବିଷୟକ ଆମ୍ଭ ଆଜ୍ଞାର ବିରୁଦ୍ଧାଚରଣ କଲ।” (ସେହି ଜଳ ସୀନ୍ ପ୍ରାନ୍ତରର କାଦେଶସ୍ଥ ମିରୀବାଃ ଜଳ।) See the chapter |