ଗଣନା ପୁସ୍ତକ 28:20 - ପବିତ୍ର ବାଇବଲ20-21 ଗୋଟିଏ ଗୋବତ୍ସ ପାଇଁ ଦେଢ଼ ହିନ ପ୍ରତ୍ୟେକ ଅଣ୍ତିରା ମେଷ ପାଇଁ ଏକ ହିନ ଏବଂ ପ୍ରତ୍ୟେକ ମେଷଶାବକ ପାଇଁ ଅର୍ଦ୍ଧହିନ ହିସାବରେ ତୈଳାକ୍ତ ସରୁ ମଇଦା ଶସ୍ୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବା ଉଚିତ୍। See the chapterପବିତ୍ର ବାଇବଲ (Re-edited) - (BSI)20 ପୁଣି ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ, See the chapterଓଡିଆ ବାଇବେଲ20 ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ, See the chapter |