ଗଣନା ପୁସ୍ତକ 29:17 - ପବିତ୍ର ବାଇବଲ17 “ଆଉ ଦ୍ୱିତୀୟ ଦିନରେ, ବାରଟି ଷଣ୍ଢ, ଦୁଇଟି ଅଣ୍ତିରା ମେଷ ଓ ଏକବର୍ଷୀୟ ଚଉଦଟି ମେଷଶାବକ ଉତ୍ସର୍ଗ କରାଯିବା ଉଚିତ୍। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବା ଉଚିତ୍। See the chapterପବିତ୍ର ବାଇବଲ (Re-edited) - (BSI)17 ଆଉ ଦ୍ଵିତୀୟ ଦିନରେ ନିଖୁନ୍ତ ବାର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ, See the chapterଓଡିଆ ବାଇବେଲ17 ଆଉ ଦ୍ୱିତୀୟ ଦିନରେ ନିଖୁନ୍ତ ବାର ପୁଂଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ ଦ୍ୱିତୀୟ ଦିନରେ ନିଖୁନ୍ତ ବାର ପୁଂଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ, See the chapter |